Advertisment

ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ

ଏହି ପୁସ୍ତକ ମେଳା ୧୨ଦିନ ଧରି ଚାଲିବ।

Books

Books

Advertisment

ଆସନ୍ତା ଡିସେମ୍ବର ମାସ ୬ତାରିଖରୁ ଷଷ୍ଠ ରାଜ୍ୟ ପୁସ୍ତକ ମହୋତ୍ସବ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱରର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ପୁସ୍ତକ ମେଳା ୧୨ଦିନ ଧରି ଚାଲିବ ବୋଲି ଜଣାପଡ଼ିଛି ।

Advertisment

ସୂଚନା ଅନୁସାରେ, ଚଳିତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପୁସ୍ତକ ମେଳା ପ୍ରତ୍ୟେହ ଦିନ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ। ଏହି ପୁସ୍ତକ ମହୋତ୍ସବ ପାଇଁ ସରକାର ବିଭିନ୍ନ ସଂସ୍ଥାଠୁ ଷ୍ଟଲ ବୁକିଂ ପାଇଁ ଆବେଦନପତ୍ର ଆହ୍ୱାନ କରିଛନ୍ତି । ଏହି ପୁସ୍ତକ ମେଳାରେ ପ୍ଲାଷ୍ଟିକ ଓ ପଲିଥିନ ବ୍ୟାଗ୍ ବ୍ୟବହାର ନିଷିଦ୍ଧ କରାଯାଇଛି ।

Book Fair
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe