Advertisment

ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ଯୋଗ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଯୋଗ କରିଥିଲେ।

author-image
Manoj Swain

“ମାନସିକ ଓ ଶାରିରୀକ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।” ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କରାଯାଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment
Odisha International Yoga Day Mohan Charan Majhi