ଶୁଣନ୍ତୁ ଯୋଗକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ | Odisha Reporter
Advertisment
“ମାନସିକ ଓ ଶାରିରୀକ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।” ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କରାଯାଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us