`ମହିଳାଙ୍କ ଉପରେ ଆକ୍ରମଣ ଚିନ୍ତାଜନକ’ | Odisha Reporter
ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦି। ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାର ବିଷୟ। ଏଥିପାଇଁ ଦେଶ, ସମାଜ, ରାଜ୍ୟ ଗମ୍ଭୀରତାର ସହ ଚିନ୍ତା କରିବା ଉଚିତ। ଅପରାଧୀଙ୍କୁ ତୁରନ୍ତ ଦଣ୍ଡ ମିଳିବା ଉଚିତ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
