Advertisment

‘ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାଜନକ’

ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି।

Advertisment

ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ମୋଦି। ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାର ବିଷୟ। ଏଥିପାଇଁ ଦେଶ, ସମାଜ, ରାଜ୍ୟ ଗମ୍ଭୀରତାର ସହ ଚିନ୍ତା କରିବା ଉଚିତ। ଅପରାଧୀଙ୍କୁ ତୁରନ୍ତ ଦଣ୍ଡ ମିଳିବା ଉଚିତ।

Advertisment
PM Modi Indian Independence
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe