କଟକ କହୁଛି 500 ବର୍ଷର ଇତିହାସ

ପ୍ରଥମେ ବାଲୁବଜାର ବିନୋଦ ବିହାରୀ ପୂଜା ମଣ୍ଡପରେ ୧୫୦୯ ମସିହାରେ ଆରମ୍ଭ ହୋଇଥିଲା ସାର୍ବଜନୀନ ଦୁର୍ଗାପୂଜା।

Manoj Swain
  • Published: Sunday, 15 October 2023
  • Updated: 15 October 2023, 05:58 PM IST

ସହର ସତେ ଯେମିତି ମହ ମହ ବାସୁଛି । କାରଣ ବର୍ଷଟାଯାକ ସମସ୍ତେ ଯାହାକୁ ଅନେଇ ବସିଥାନ୍ତି, ସେଇ ମା' ଜଗତଜନନୀ ଆସୁଛନ୍ତି, ଆଉ ଦୁର୍ଗାପୂଜା ଆୟୋଜନ ପାଇଁ କଟକ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ପ୍ରାୟ ୫ ଶହ ବର୍ଷ ପୂର୍ବେ କଟକରେ ଦୁର୍ଗାପୂଜା ଆରମ୍ଭ ହୋଇଥିଲା। କୁହାଯାଏ ପ୍ରଥମେ ବାଲୁବଜାର ବିନୋଦ ବିହାରୀ ପୂଜା ମଣ୍ଡପରେ ୧୫୦୯ ମସିହାରେ ଆରମ୍ଭ ହୋଇଥିଲା ସାର୍ବଜନୀନ ଦୁର୍ଗାପୂଜା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos