Advertisment

ଆସନ୍ତାକାଲିଠୁ ଆରମ୍ଭ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା

ବିଶ୍ୱର ମଙ୍ଗଳ କାମନା ଉଦ୍ଦେଶ୍ୟରେ ୨ ଦିନ ଧରି ଜଳିବ ଝାଡଦୀପ।

Joranda mela

Joranda mela

Advertisment

ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା। ସେଥିପାଇଁ ସଜେଇ ହେଲାଣି ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦୀ ପୀଠ। ଯୋରନ୍ଦା ମହିମାଗାଦୀ ପୀଠକୁ ରାଜ୍ୟ ତଥା ରାଜ୍ୟ
ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି।

Advertisment

ବିଶ୍ୱର ମଙ୍ଗଳ କାମନା ଉଦ୍ଦେଶ୍ୟରେ ୨ ଦିନ ଧରି ଜଳିବ ଝାଡଦୀପ। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିବା ସହିତ ଟ୍ରାଫିକ୍ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିବା ନେଇ ଢେଙ୍କାନାଳ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ କହିଛନ୍ତି।

ଜିଲ୍ଳାପାଳ ଆହୁରି କହିଛନ୍ତି, ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ପାଇଁ ସବୁ ପ୍ରକାର ଶେଷ ହୋଇଛି। ମେଳାଟି ବିଗତ ଦିନ ଅପେକ୍ଷା ଆହୁରି ଭଲରେ ହୋଇପାରିବ ସେନେଇ  ଚେଷ୍ଟା କରାଯାଇଛି।

Advertisment
Dhenkanal JORANDA MELA
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe