ଆଜି ଧନତେରାସ

ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବା ବେଳେ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ।

jewellery

representation image

Tapaswini Nayak
  • Published: Friday, 10 November 2023
  • Updated: 10 November 2023, 09:07 AM IST

Sports

Latest News

ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ। ଏହାକୁ ଧନତେରାସ୍ ଭାବେ ପାଳନ କରାଯାଏ। ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବାରୁ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଘରେ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ଧନଧାତ୍ରୀଙ୍କ ଲାଗି ସ୍ୱତନ୍ତ୍ର ଆୟୋଜନ କରାଯାଇଥାଏ।

ଏହି ତିଥିରେ ସୁନା କିଣିଲେ ମାଆ ଲକ୍ଷ୍ମୀଙ୍କ କୃପା ମିଳିଥାଏ ବୋଲି ବିଶ୍ୱାସ ରହିଛି । ଏଣୁ ସୁନା ଦୋକାନ ଗୁଡିକରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ।

Also Read

ଧନତେରସ ଅବସରରେ ଗହଣା ବ୍ୟବସାୟୀ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ରିହାତି ଓ ଉପହାର ଦେଉଛନ୍ତି। ରାଜ୍ୟର ଅଗ୍ରଣୀ ଅଳଙ୍କାର ବ୍ୟବସାୟୀ ଜେ ଆଣ୍ଡ ଟି’ ଜୁଏଲାରୀ ଏହି ଧନତେରାସ ଅବସରରେ ଅନେକ ଅଫର ରଖିଛି। ସୁନା, ରୂପା ଓ ଡାଏମଣ୍ଡ କିଣିଲେ ଗଢ଼ା ମୂଲ୍ୟ ଉପରେ ଆକର୍ଷଣୀୟ ରିହାତି ପାଇବେ ଗ୍ରାହକ। ଏହି ମାସ ଶେଷ ପର୍ଯ୍ୟନ୍ତ ଅଫର ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story