କଟକ ବାଲିଯାତ୍ରାରେ ସିଏମ୍ସି ସ୍ୱାସ୍ଥ୍ୟ ଟିମ୍ର ଚଢ଼ାଉ। ବାସିଖାଦ୍ୟ ବିକ୍ରି କରିବା ଓ ଗଚ୍ଛିତ ରଖିବା ନେଇ ଯାଞ୍ଚ ହୋଇଛି। ଫୁଡ୍ ଷ୍ଟଲରେ ଚଢ଼ାଉ କରି ବାସି ଖାଦ୍ୟ ନଷ୍ଟ କରିଛି ସ୍ୱାସ୍ଥ୍ୟ ଟିମ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।
Events & Festivals
ହିନ୍ଦୁ ମୁସଲିମ ସଦଭାବନା ପୀଠ ହେଉଛି ଜାହାନିଆଁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପ୍ରତ୍ୟୁଷରେ ଜାହାନିଆଁ ପିରଙ୍କ ପୀଠରେ ମୌଲବୀ(ମୁସଲିମ୍ ପୂଜକମାନେ) ସ୍ଵତନ୍ତ୍ର ନୀତି କରିଥିଲେ। ତା’ପରେ ଶ୍ରଦ୍ଧାଳୁମାନେ ପୀଠକୁ ଯାଇ ପିରବାବାଙ୍କ ଆଶୀର୍ବାଦ ନେଇଥିଲେ।
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।