ରାତିଅଧରେ ଶୂନଶାନ ଥିବା ରାଜବାଟି ପାଲଟିଯାଉଛି ଲୋକାରଣ୍ୟ। ମଶାଲ ସହ ଟାଙ୍ଗିଆ ଧରି ଜଗନ୍ନାଥ ମନ୍ଦିରରୁ ବାହାରି ରାଜବାଟି ମୁହାଁ ହେଉଛନ୍ତି କାଳୀସି। ରାଜବାଟିରେ କୁଳଦେବୀ ମା' କନକ ଦୁର୍ଗାଙ୍କ ପାଖରେ ପୂଜା ପରେ ସେ ଉପସ୍ଥିତ ଲୋକଙ୍କୁ ଗୋଡ଼ାଇବେ । ଯାହାକୁ ଛୁଇଁବେ ତାକୁ ବଳି ଦିଆଯାଏ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।