ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍‌ ସୃଷ୍ଟି କରିବୁ: ପ୍ରଧାନମନ୍ତ୍ରୀ

ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ

Manoj Swain
  • Published: Thursday, 15 August 2024
  • Updated: 15 August 2024, 11:59 AM IST

Sports

Latest News

ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। କହିଲେ, ନୂଆ ଶିକ୍ଷାନୀତି ଜରିଆରେ ଆମକୁ ନୂଆ ବଳ ମିଳିଛି । ମାତୃଭାଷା ସହ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଛି । ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା। ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍ ସୃଷ୍ଟି କରିବୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos