ଅଦ୍ୟତନ ହୋଇଛି
୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍ ସୃଷ୍ଟି କରିବୁ | Odisha Reporter
Advertisment
ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। କହିଲେ, ନୂଆ ଶିକ୍ଷାନୀତି ଜରିଆରେ ଆମକୁ ନୂଆ ବଳ ମିଳିଛି । ମାତୃଭାଷା ସହ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଛି । ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା। ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍ ସୃଷ୍ଟି କରିବୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us