‘ପ୍ରକୃତରେ ମହାଳୟା କଣ’ | Odisha Reporter
ଆଜି ହେଉଛି ପବିତ୍ର ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ତଥା ପିତୃପକ୍ଷର ଶେଷ ଦିନ। ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି। ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ। ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
