Advertisment

‘ପ୍ରକୃତରେ ମହାଳୟା କଣ’

ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି।

Advertisment

ଆଜି ହେଉଛି ପବିତ୍ର ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ତଥା ପିତୃପକ୍ଷର ଶେଷ ଦିନ। ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି। ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ। ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି।

Advertisment
Mahalaya Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe