ଶରୀରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରୁ କିଡନୀ ବା ବୃକକ ଅନ୍ୟତମ। ଏହା ଶରୀରରୁ ବର୍ଜ୍ୟବସ୍ତୁ ନିଷ୍କାସନ କରି ସୁସ୍ଥ ରଖିବାର କାର୍ଯ୍ୟକରେ। କିନ୍ତୁ ବର୍ତ୍ତମାନର ଜୀବନଶୈଳୀ କିଡନୀ ସ୍ୱାସ୍ଥ୍ୟକୁ କ୍ଷତି ପହଞ୍ଚାଉଛି। ଲୋକଙ୍କୁ କିଡନୀ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ସଚେତନ କରାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ଦ୍ୱିତୀୟ ଗୁରୁବାରକୁ ବିଶ୍ୱ କିଡନୀ ଦିବସ ପାଳନ କରାଯାଏ। ଏହି ଅନୁସାରେ ଚଳିତ ବର୍ଷ ମାର୍ଚ୍ଚ ୧୪ରେ ବିଶ୍ୱ କିଡନୀ ଦିବସ ପାଳନ ହେଉଛି। ଶୁଣନ୍ତୁ କିଡନୀ ରୋଗ ବିଶେଷଜ୍ଞ, ଡାକ୍ତର ସାଇ ପ୍ରସାଦ ସାହୁ କ'ଣ କହୁଛନ୍ତି ?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।