Advertisment

ଡରାଇଲାଣି କରୋନା; ଗତ ୨୪ ଘଣ୍ଟାରେ ୨ ଆକ୍ରାନ୍ତ ଚିହ୍ନଟ

ସପ୍ତାହକ ମଧ୍ୟରେ ରାଜ୍ୟରେ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି।

author-image
Tapaswini Nayak
ଅଦ୍ୟତନ ହୋଇଛି
Corona

Corona

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୫କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସପ୍ତାହକ ମଧ୍ୟରେ ରାଜ୍ୟରେ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି।

Advertisment

ଦେଶରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୪୧୨ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ଟପିଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଦେଶରେ ୩ଜଣ କୋରାନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Advertisment
Odisha Coronavirus