୪୧ଟି ଅତ୍ୟାବଶ୍ୟକ ଔଷଧର ଦାମ୍ ହ୍ରାସ ପାଇଛି। ସରକାରଙ୍କ ପକ୍ଷରୁ ୪୧ଟି ମେଡ଼ିସିନ ସମେତ ମଧୁମେହ, ହୃଦୟ ଏବଂ ଯକୃତ ରୋଗ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ୬ଟି ଫର୍ମୁଲେସନର ମୂଲ୍ୟ ହ୍ରାସ କରାଯାଇଛି।
ଫାର୍ମାସ୍ୟୁଟିକାଲ୍ସ ଏବଂ ନ୍ୟାସନାଲ ଫାର୍ମାସ୍ୟୁଟିକାଲ୍ ପ୍ରାଇସିଙ୍ଗ୍ ଅଥରିଟି (NPPA) ଏନେଇ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି। ବିଜ୍ଞପ୍ତି ଅନୁଯାୟୀ ଶସ୍ତା ହେବାକୁ ଥିବା ଔଷଧ ମଧ୍ୟରେ ଆଣ୍ଟାସିଡ୍, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ରହିଛି।
Also Read
ତୁରନ୍ତ ନୂଆ ଦର ଲାଗୁ କରିବା ପାଇଁ ଫାର୍ମା କମ୍ପାନୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କ ପାଇଁ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ସୁଲଭ ରହିବା ପାଇଁ NPPAର ୧୪୩ତମ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।