Advertisment

ଜୀବନ ନେଉଛି ସ୍କ୍ରବ ଟାଇଫସ

ବରଗଡ଼ରେ ବ୍ୟାପୁଛି ସ୍କ୍ରବ ଟାଇଫସ। ଏହି ଭୂତାଣୁ ଜନିତ ରୋଗରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ୫ ଜଣଙ୍କ ଭିତରୁ ସୋହେଲା ବ୍ଲକରୁ ୨ ଜଣ ଥିବା ବେଳେ ଅତାବିରା, ଭେଡେନ୍‌ ଓ ବରପାଲିରୁ ଜଣେ ଲେଖାଏ ଲୋକଙ୍କ ମୃତ୍ୟୁ ହୋଇଛି।

author-image
Manoj Swain

ଓଡ଼ିଶାର ବରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆତଙ୍କ । ବିଷାକ୍ତ କୀଟ କାମୁଡ଼ାରେ ଗଲାଣି ୫ଜଣଙ୍କ ଜୀବନ । ଡେଙ୍ଗୁ ଓ ମ୍ୟାଲେରିଆ ପରେ ଗଲା କିଛି ମାସଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦେଖାଦେଇଛି ସ୍କ୍ରବ ଟାଇଫସ ସଂକ୍ରମଣ । ତେବେ ଏଥିରେ ସବୁଠ ଅଧି ପ୍ରଭାବି ହୋଇଛି ପଶ୍ଚିମ ଓଡ଼ିଶାର ବରଗଡ଼ ଜିଲ୍ଲା ।

Advertisment
Odisha Bargarh Scrub Typhus