Advertisment

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୫ ଜଣଙ୍କର କୋଭିଡ ପରୀକ୍ଷା କରାଯାଇଥିଲା।

Corona

Corona

Advertisment

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।

Advertisment

ଡାକ୍ତର ମିଶ୍ର କହିଛନ୍ତି ଯେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୫ ଜଣଙ୍କର କୋଭିଡ ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି।

Covid19
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe