Advertisment

ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ । ଏହାଦ୍ୱାରା ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳି ପାରିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Advertisment

‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ।’ ଏହାଦ୍ୱାରା ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳି ପାରିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Advertisment
Odisha Ayushman Bharat
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe