ଦ୍ରୁତ ଗତିରେ ବ୍ୟପି ଚାଲିଛି ଚାଇନା ନିମୋନିଆ। ଭୟଙ୍କର ହେଉଛି ଏହି ଭୂତାଣୁ ଜନିତ ରୋଗ। ଅଧିକାଂଶ ଶିଶୁଙ୍କ ମଧ୍ୟରେ ଥଣ୍ଡା, ଜ୍ୱର ଓ ନିମୋନିଆ ଭଳି ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଉଛି। ଚୀନ୍ରେ ଏହି ଏଚ୍୯ଏନ୍୨ର ମାମଲା ଦିନକୁ ଦିନ ବଢ଼ି ଚାଲିଛି। ଶ୍ୱାସ ସମନ୍ଧୀୟ ଏହି ରୋଗରେ ଅନେକ ଲୋକ ଛଟପଟ ହେଉଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ହସ୍ପିଟାଲରେ ଲମ୍ବା ଲାଇନ୍ ଲାଗିଛି। ଚୀନ୍ରେ ବଢ଼ୁଥିବା ଏହି ନିମୋନିଆକୁ ନେଇ ଏବେ ଭାରତର ଡାକ୍ତରମାନେ ସତର୍କ କରାଇ କହିଛନ୍ତି, ଯେଉଁମାନଙ୍କୁ ଥଣ୍ଡା ଓ କାଶ ହେଉଛି, ସେମାନେ ମାସ୍କ ବ୍ୟବହାର କରନ୍ତୁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...