Advertisment

ପୁଣି କଡ଼ ଲେଉଟାଇଛି କରୋନା ! ମାସ୍କ ପିନ୍ଧିବାକୁ ପରାମର୍ଶ

ଏହାକୁ ଦୃଷ୍ଟିରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର।

author-image
Manoj Swain

ପୁଣି ଥରେ ଡରାଇବା ଆରମ୍ଭ କଲାଣି ମହାମାରୀ କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ ୧ କର୍ଣ୍ଣାଟକା ଓ କେରଳରେ ଠାବ ହେବା ପରେ ସମସ୍ତଙ୍କ ମନରେ ଛନକା ପଶିଛି। ଏହାକୁ ଦୃଷ୍ଟିରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର।

Advertisment
Covid19