ପୁଣି ଫେରିଲା କରୋନା, ମାସ୍ ବାଧ୍ୟତାମୂଳକ | COVID Resurgence: Mandatory mask Order for People Above 60
Advertisment
ପୁଣି ଥରେ ଡରାଇବା ଆରମ୍ଭ କଲାଣି ମହାମାରୀ କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ ୧ କର୍ଣ୍ଣାଟକା ଓ କେରଳରେ ଠାବ ହେବା ପରେ ସମସ୍ତଙ୍କ ମନରେ ଛନକା ପଶିଛି। ଏହାକୁ ଦୃଷ୍ଟିରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us