Advertisment

‘ଯେଉଁମାନଙ୍କର ଥଣ୍ଡା, ଜ୍ୱର, କାଶ ରହୁଛି, ବାହାରକୁ ନ ଯାଇ ଘରେ ଜିରୋ ନାଇଟ ପାଳନ କରନ୍ତୁ’

ରାଜ୍ୟରେ ଏବେ କରୋନାର ୧୩ଟି ଆକ୍ଟିଭ କେସ୍ ରହିଛି।

author-image
Jitendra Garnayak

ଜିରୋ ନାଇଟ ଆମ ପରମ୍ପରା ନୁହେଁ । ଯେଉଁମାନଙ୍କ ଥଣ୍ଡା, ଜ୍ୱର, କାଶ ରହୁଛି, ବାହାରକୁ ନ ଯାଇ ଘରେ ଜିରୋ ନାଇଟ ପାଳନ କରନ୍ତୁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । 

Advertisment