ଘରେ ହେଉ କି ଅଫିସ, ଚେୟାରରେ ବସିବା ବେଳେ ଆପଣ କେମିତି ବସନ୍ତି ? ବିଶେଷ କରି ଅଫିସ କାମରେ ଦୀର୍ଘ ସମୟ ଧରି ବସିବାକୁ ପଡ଼େ। ଚେୟାରର ଷ୍ଟାଇଲ ଅନୁସାରେ ଲୋକଙ୍କ ବସିବା ଷ୍ଟାଇଲ ବି ଅଲଗା ଅଲଗା କିନ୍ତୁ ବାସ୍ତବରେ କେଉଁଭଳି ଚେୟାରରେ କେମିତି ବସିବା ଦରକାର ? ସମାନ୍ୟ କଥା ଭାବି ହେୟଜ୍ଞାନ କଲେ ହୁଏତ ଭବିଷ୍ୟତରେ ଅନେକ ଯନ୍ତ୍ରଣା ଭୋଗିବେ ତେଣୁ କେମିତି ବସିବା ଦରକାର, ତାହାର ତରିକା ଆପଣଙ୍କୁ କହିବେ, ଡାକ୍ତର ଦେବବ୍ରତ ପାଢ଼ୀ। ଏନେଇ ଆମ ସ୍ବାସ୍ଥ୍ୟ ଭିତ୍ତିକ କାର୍ଯ୍ୟକ୍ରମ 'ସୁସ୍ଥ ଜୀବନ ସରଳ ସୂତ୍ରରେ' ଦେଖନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...