ପୁଷ୍ଟିକର ଉପାଦନରେ ଭରପୂର ସମସ୍ତ ପ୍ରକାର ଡ୍ରାଏ ଫ୍ରୁଟ୍ସ ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ମଧ୍ୟ ପ୍ରତିଦିନ ଖାଦ୍ୟରେ ଡ୍ରାଏ ଫ୍ରୁଟ୍ସ ଯୁକ୍ତ କରିବା ପାଇଁ ପରାମର୍ଶ ଦିଅନ୍ତି। କିନ୍ତୁ ବେଳେ ବେଳେ ଏହି ଡ୍ରାଏ ଫ୍ରୁଟ୍ସ ଲାଭ ବଦଳରେ କ୍ଷତି ପହଞ୍ଚାଇପାରେ। କାରଣ ମାତ୍ରାଧିକ ଡ୍ରାଏ ଫ୍ରୁଟ୍ସ ସେବନ ସ୍ୱାସ୍ଥ୍ୟ ପାଇଁ ହାନିକାରକ। ଶରୀରରେ ଏହାର ପରିମାଣ ଅଧିକ ହେଲେ କି କି ସ୍ୱାସ୍ଥ୍ୟ ସମସ୍ୟା ଦେଖାଯାଏ, ଜାଣନ୍ତୁ...
ଡ୍ରାଏ ଫ୍ରୁଟ୍ସର ଉପକାରୀ ଗୁଣ
ଦିନକୁ କେତେ ପରିମାଣର ଡ୍ରାଏ ଫ୍ରୁଟ୍ସ ଖାଇବେ
ମାତ୍ରାଧିକ ଡ୍ରାଏ ଫ୍ରୁଟ୍ସ ଖାଇଲେ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୋଇଥାଏ
ଅତ୍ୟଧିକ ଡ୍ରାଏ ଫ୍ରୁଟ୍ସ ଖାଇବା ଦ୍ୱାରା ଶରୀରରେ ଚର୍ବି ଜମା ହେବାର ଯଥେଷ୍ଟ ସମ୍ଭାବନା ଥାଏ। ଚର୍ବି ଜମା ହେବା ଫଳରେ ମେଦବହୁଳତା ସମେତ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ। ଏଥିସହ ଅଧିକ ଡ୍ରାଏ ଫ୍ରୁଟ୍ସ ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ, ପେଟ ଫୁଲା ଏବଂ ପେଟରେ ଯନ୍ତ୍ରଣା ହୋଇପାରେ।
Disclaimer: ଉପରିସ୍ଥ ସମସ୍ତ ବିବରଣୀ ସାଧାରଣ ସୂଚନା ଉପରେ ଆଧାରିତ। କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରନ୍ତୁ।