ଇଣ୍ଟରମିଣ୍ଟେଣ୍ଟ ଫାଷ୍ଟିଙ୍ଗ ବା ମଝିରେ ମଝିରେ ଉପବାସ ରହିବା । ଏହା ଆମ ଶରୀର ପାଇଁ ଭଲ ନା ଖରାପ । ଏହା ଆମ ଶରୀର ଉପରେ କେମିତି କାମ କରିଥାଏ ? ଏହାକୁ ନେଇ ଡିଟେଲସରେ ଆମେ ଆଲୋଚନା କରିଛୁ, ଓଡିଶା ରିପୋର୍ଟରର ସ୍ୱାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମ ‘ସୁସ୍ଥ ଜୀବନ ସରଳ ସୂତ୍ରରେ’ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ, ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ପୂର୍ବ ଡାଟା
ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ । ଏହି ମିଶନ ଅଧୀନରେ ରୋଗୀଙ୍କୁ ମିଳିବ ଏକ ସ୍ୱତନ୍ତ୍ର କାର୍ଡ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ
Health
ଆସିଲା ସାଂଘାତିକ ତଥ୍ୟ: ଗୋଟିଏ ସିଗାରେଟ ନେଉଛି ୨୦ ମିନିଟ ଆୟୁଷ
ଗୋଟିଏ ସିଗାରେଟ ଟାଣିବା ଦ୍ୱାରା ମହିଳାଙ୍କ ଆୟୁଷ ୨୨ ମିନିଟ ଓ ପୁରୁଷମାନେ ୧୭ ମିନିଟ ଆୟୁଷ ହରାଉଛନ୍ତି।
Health
ଭଲ ଖବର: ଫେବ୍ରୁଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ
ବଡ଼ କଥା ହେଲା ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା।
Health
ରାସ୍ତାରେ ଯାଉଥିବା ବେଳେ ଛିଣ୍ଡିଗଲା ତାର, ଜୀବନ୍ତ ଜଳି ଗଲେ ବାପା, ଝିଅ ଓ ଭାଣିଜୀ
ହଠାତ୍ ମୁଣ୍ଡ ଉପରେ ଦେଇ ଯାଇଥିବା ହାଇଭୋଲଟେଜର ତାର ରାସ୍ତାରେ ଛିଣ୍ତି ପଡ଼ିଥିଲା। ଏହା ସଂସ୍ପର୍ଶରେ ଆସି ବାଇକରେ ଯାଉଥିବା ବାପା, ଝିଅ ଓ ଭାଣିଜୀ ମାତ୍ର କିଛି ସେକେଣ୍ତ ମଧ୍ୟରେ ଜୀବନ୍ତ ଜଳି ପାଉଁଶ ହୋଇଯାଇଛନ୍ତି।