କେବଳ ଡାଳିମ୍ବ ନୁହେଁ, ଚୋପାରେ ବି ରହିଛି ଉପକାରୀ ଗୁଣ

ଡାଳିମ୍ବ ଚୋପାକୁ ସଠିକ୍ ଭାବେ ବ୍ୟବହାର କରିପାରିଲେ ହୃଦୟ ସ୍ୱାସ୍ଥ୍ୟଠୁ ନେଇ ମେଦବହୁଳତା ପର୍ଯ୍ୟନ୍ତ ବଡ଼ ବଡ଼ ସମସ୍ୟାକୁ ଦୂର କରିପାରିବେ! କିପରି, ଜାଣନ୍ତୁ... 

Pomegranate

ଡାଳିମ୍ବ

Debibandita Barick
  • Published: Friday, 18 October 2024
  • Updated: 18 October 2024, 06:50 PM IST

ଡାଳିମ୍ବକୁ ବିଭିନ୍ନ ଉପକାରୀ ଫଳ ମଧ୍ୟରୁ ଅନ୍ୟତମ ଭାବେ ବିବେଚନା କରାଯାଏ। ଏଥିରେ ଜିଙ୍କ, ପୋଟାସିୟମ୍, ଆଇରନ୍ ଏବଂ ଓମେଗା-6 ଫ୍ୟାଟି ଏସିଡ୍ ଥାଏ। ଡାଳିମ୍ବ ଖାଇବା ଦ୍ୱାରା ଶରୀରକୁ ଶକ୍ତି ମିଳିବା ସହ ରକ୍ତହୀନତା ସମସ୍ୟା ଦୂର ହୋଇଥାଏ ଏବଂ ରୋଗପ୍ରତିରୋଧକ ଶକ୍ତି ମଧ୍ୟ ବଢିଥାଏ। ହେଲେ ଡାଳିମ୍ବ ଚୋପା ବି ସ୍ୱାସ୍ଥ୍ୟ ପାଇଁ ଉପକାରୀ ବୋଲି ଜାଣନ୍ତି କି?

ଆଜ୍ଞା ହଁ, କେବଳ ଡାଳିମ୍ବ ନୁହେଁ, ଏହାର ଚୋପାରେ ମଧ୍ୟ ଅନେକ ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି। ଅନେକ ଲୋକ ଡାଳିମ୍ବ ଖାଇ ଏହାର ଚୋପାକୁ ଫିଙ୍ଗି ଦିଅନ୍ତି। ଯଦି ଆପଣ ଏହାର ଚୋପାକୁ ସଠିକ୍ ଭାବେ ବ୍ୟବହାର କରିପାରିବେ ତେବେ ହୃଦୟ ସ୍ୱାସ୍ଥ୍ୟଠୁ ନେଇ ମେଦବହୁଳତା ପର୍ଯ୍ୟନ୍ତ ବଡ଼ ବଡ଼ ସମସ୍ୟାକୁ ଦୂର କରିପାରିବେ! କିପରି, ଜାଣନ୍ତୁ... 

ଡାଳିମ୍ବ ଚୋପାର ଉପକାରିତା
ହୃଦୟକୁ ସୁସ୍ଥ ରଖେ- ଡାଳିମ୍ବ ଚୋପା ଆଣ୍ଟିଅକ୍ସିଡାଣ୍ଟରେ ଭରପୂର। ଏହା ହୃଦୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଡାଳିମ୍ବ ଚୋପାର ଚା' ପିଇବା ଦ୍ୱାରା କୋଲେଷ୍ଟ୍ରଲ ହ୍ରାସ ହୋଇପାରେ। କୋଲେଷ୍ଟ୍ରଲ ନିୟନ୍ତ୍ରଣରେ ରହିଲେ, ହୃଦୟ ସ୍ୱାସ୍ଥ୍ୟ ଆପଣାଛାଏଁ ବଜାୟ ରହିଥାଏ।

Also Read

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି- ଡାଳିମ୍ବରୁ ଭିଟାମିନ୍ ଏବଂ ଅନ୍ୟାନ୍ୟ ଜରୁରୀ ପୋଷକ ତତ୍ତ୍ୱ ମିଳିଥାଏ, ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ବଢାଇଥାଏ। ତେଣୁ ଡାଳିମ୍ବ ଚା' ପିଇବା ଦ୍ୱାରା ମଧ୍ୟ ରୋଗ ପ୍ରତିରୋଧକ ଶକ୍ତି ବଢି ପାରିବ। ଫଳରେ ମୌସୁମୀରେ ହେଉଥିବା ସାଧାରଣ ଥଣ୍ଡା-ଜ୍ୱର ଏବଂ ସଂକ୍ରମଣ ସମସ୍ୟା ହେବ ନାହିଁ। 

ଓଜନ ହ୍ରାସ- ଡାଳିମ୍ବ ଚୋପା ଚା' ଓଜନ ହ୍ରାସ କରିବାରେ ବେଶ୍ ଲାଭଦାୟକ ହୋଇପାରିବ। ମେଦବହୁଳତା ଥିଲେ ଦିନକୁ ଥରେ ଡାଳିମ୍ବ ଚୋପା ଚା' ପିଇବା ଆବଶ୍ୟକ। ଏହି ଚା' ପିଇବା ଦ୍ୱାରା ଶରୀରରେ ଜମା ହୋଇଥିବା ଅତିରିକ୍ତ ଚର୍ବି କମିଯାଏ। ଫଳରେ ମେଦବହୁଳତା ସମସ୍ୟା ଦୂର ହୋଇପାରିବ।

ଡାଳିମ୍ବ ଚୋପା ଚା' କିପରି ପ୍ରସ୍ତୁତ କରିବେ?

  • ଚା' ତିଆରି କରିବା ପାଇଁ ଡାଳିମ୍ବ ଚୋପାକୁ ପରିସ୍କାର ପାଣିରେ ଧୋଇ ଦିଅନ୍ତୁ।
  • ଏହାପରେ ଚୋପାକୁ ଛୋଟ ଛୋଟ ଖଣ୍ଡ କରି କାଟିଦିଅନ୍ତୁ। 
  • ଏହି ଚୋପାକୁ ସୂର୍ଯ୍ୟକିରଣରେ ଶୁଖାନ୍ତୁ। 
  • ଚୋପା ଶୁଖିଗଲା ପରେ ସେଗୁଡିକୁ ଗ୍ରାଇଣ୍ଡିଂ କରି ପାଉଡର ତିଆରି କରନ୍ତୁ।
  • ଏହି ପାଉଡରକୁ ଏକ ବାକ୍ସରେ ରଖନ୍ତୁ।
  • ଚା' କରିବା ସମୟରେ ପାଣିରେ ଏହି ପାଉଡର ମିଶାନ୍ତୁ।
  • ଏଥିରେ ମହୁ ଏବଂ ଲେମ୍ବୁ ରସ ମଧ୍ୟ ମିଶାଇ ପାରିବେ।
  • ଚା' ଫୁଟିଗଲା ପରେ ଏହି ପାଣିକୁ ପିଅନ୍ତୁ। 

Disclaimer: ଉପରସ୍ଥ ସମସ୍ତ ବିବରଣୀ ସାଧାରଣ ସୂଚନା ଉପରେ ଆଧାରିତ। କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ଖାଦ୍ୟ ଗ୍ରହଣ ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story