ସାବଧାନ ! ଘଣ୍ଟା ଘଣ୍ଟା ବସି କାମ କଲେ ହୋଇଥାଏ ଏହି ସବୁ ସ୍ୱାସ୍ଥ୍ୟ ସମସ୍ୟା

ଅଫିସରେ ନିରବଚ୍ଛିନ୍ନ ଭାବେ 8-9 ଘଣ୍ଟା କାମ କରିବା ଆମ ଜୀବନର ଏକ ଅଂଶ ହୋଇଯାଇଛି। ଏହି ଅଭ୍ୟାସ ମାନବ ସ୍ୱାସ୍ଥ୍ୟ ପାଇଁ କେତେ ବିପଜ୍ଜନକ ହୋଇପାରେ କେବେ ଭାବିଛନ୍ତି କି?

Representative Image

ପ୍ରତିକାତ୍ମକ ଚିତ୍ର

Debibandita Barick
  • Published: Friday, 19 January 2024
  • Updated: 19 January 2024, 06:50 PM IST

Sports

Latest News

ମାନବର ପୂର୍ବ ଜୀବନଶୈଳୀ ଓ ବର୍ତ୍ତମାନର ଜୀବନଶୈଳୀ ମଧ୍ୟରେ ଅହେତୁକ ପରିବର୍ତ୍ତନ ଘଟିଛି। ପୂର୍ବରୁ ଅଧିକାଂଶ ଲୋକେ ଶାରୀରିକ ପରିଶ୍ରମ କରି ଜୀବନ ବିତାଉଥିଲେ। ଏବେ କିନ୍ତୁ ସମୟ ବଦଳି ଯାଇଛି, ଅଫିସରେ ନିରବଚ୍ଛିନ୍ନ ଭାବେ 8-9 ଘଣ୍ଟା କାମ କରିବା ଆମ ଜୀବନର ଏକ ଅଂଶ ହୋଇଯାଇଛି। ଏହି ଅଭ୍ୟାସ ମାନବ ସ୍ୱାସ୍ଥ୍ୟ ପାଇଁ କେତେ ବିପଜ୍ଜନକ ହୋଇପାରେ କେବେ ଭାବିଛନ୍ତି କି?

ଜାଣିଲେ ଆଶ୍ଚର୍ଯ୍ୟ ହେବେ, ଏହା କାରଣରୁ ଅନେକ ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା ହୋଇପାରେ, କଣ ସେହି ସବୁ ସମସ୍ୟା ଜାଣନ୍ତୁ...

ବେକ ଓ କାନ୍ଧ ଯନ୍ତ୍ରଣା
ଅଫିସରେ କ୍ରମାଗତ ଭାବରେ 8-9 ଘଣ୍ଟା ବସିବା ଦ୍ୱାରା ବେକ ଏବଂ କାନ୍ଧରେ ଯନ୍ତ୍ରଣା ହୁଏ। ଏସବୁ ବ୍ୟତୀତ ମେଦବହୁଳତା, ମଧୁମେହ ଏବଂ ହୃଦରୋଗ ତଥା କର୍କଟ ରୋଗ ହେବାର ଆଶଙ୍କା ମଧ୍ୟ ବଢିଥାଏ।

Also Read

ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହୋଇଯାଏ 
ଅଫିସକୁ ଯିବା ମାତ୍ରେ ଚେୟାରରେ ବସି ରହି କାମ କରିବା ଫଳରେ ଶରୀରର କୋଷଗୁଡ଼ିକ ଧୀରେ ଧୀରେ ଦୁର୍ବଳ ହେବାକୁ ଲାଗେ। ଏହା ରୋଗ ପ୍ରତିରୋଧକ ଶକ୍ତି ଉପରେ କୁପ୍ରଭାବ ପକାଇଥାଏ। ତେଣୁ କାର୍ଯ୍ୟ ମଧ୍ୟରେ କିଛି ସମୟ ବିରତି ନିଅନ୍ତୁ, କିମ୍ବା ଶାରୀରିକ ବ୍ୟାୟାମ ଅନୁସରଣ କରନ୍ତୁ।

ପିଠି ଯନ୍ତ୍ରଣା
ଘରେ କିମ୍ବା ଅଫିସରେ ଦୀର୍ଘ ସମୟ ଧରି ଗୋଟିଏ ସ୍ଥାନରେ ବସି ରହିବା ଫଳରେ ହାଡ଼ ଦୁର୍ବଳ ହୋଇଯାଏ। ଅନେକ ଥର ଅନୁଭବ କରିଥିବେ, ଏହି କାରଣରୁ ଆଣ୍ଠୁ ଏବଂ ଅଣ୍ଟାରେ ଯନ୍ତ୍ରଣା ଆରମ୍ଭ ହୁଏ। ଚେୟାରରେ ଭୁଲ ଶୈଳୀରେ ବସି କାମ କରନ୍ତୁ ନାହିଁ, ନଚେତ୍ ପିଠି ଯନ୍ତ୍ରଣା ହୋଇପାରେ।

ଓଜନ ବୃଦ୍ଧ
ଲଗାତାର ସମାନ ଅବସ୍ଥାରେ ଗୋଟିଏ ସ୍ଥାନରେ ବସି ରହିବା ଫଳରେ ବିଭିନ୍ନ ସମସ୍ୟା ହେବାର ସମ୍ଭାବନା ଥାଏ। ଘଣ୍ଟା ଘଣ୍ଟା ଧରି ବସିବା କାରଣରୁ କ୍ୟାଲୋରୀ ନଷ୍ଟ ହୋଇନଥାଏ, ଯେଉଁ କାରଣରୁ ଧୀରେ ଧୀରେ ବୃଦ୍ଧିପାଇ ମେଦବହୁଳତା ହୁଏ। 

Disclaimer: ଉପରିସ୍ଥ ସମସ୍ତ ବିବରଣୀ ସାଧାରଣ ସୂଚନା ଉପରେ ଆଧାରିତ। କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story