ବାର୍ଡ ଫ୍ଲୁ ଦ୍ବାରା ଜଣେ ବ୍ୟକ୍ତି ସଂକ୍ରମିତ ହୋଇଥିବା ଗତକାଲି ଖବର ସରବରାହ ସଂସ୍ଥା ANIକୁ ସୂଚନା ଦେଇଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ପୁରୀ ଜିଲ୍ଲା ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଳୁ ଚିହ୍ନଟ ହୋଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ଏବେ ସମ୍ପୃକ୍ତ ବ୍ୟକ୍ତିଙ୍କ ସହ ଆଉ ଜଣଙ୍କର ରକ୍ତ ନମୁନା ଆରଏମଆରସି ପଠାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।