Advertisment

ମଣିଷକୁ ବ୍ୟାପିଲାଣି କି ବାର୍ଡ ଫ୍ଲୁ ?

ବାର୍ଡ ଫ୍ଲୁ ଦ୍ବାରା ଜଣେ ବ୍ୟକ୍ତି ସଂକ୍ରମିତ ହୋଇଥିବା ଗତକାଲି ଖବର ସରବରାହ ସଂସ୍ଥା ANIକୁ ସୂଚନା ଦେଇଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

Advertisment

ବାର୍ଡ ଫ୍ଲୁ ଦ୍ବାରା ଜଣେ ବ୍ୟକ୍ତି ସଂକ୍ରମିତ ହୋଇଥିବା ଗତକାଲି ଖବର ସରବରାହ ସଂସ୍ଥା ANIକୁ ସୂଚନା ଦେଇଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ପୁରୀ ଜିଲ୍ଲା ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଳୁ ଚିହ୍ନଟ ହୋଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ଏବେ ସମ୍ପୃକ୍ତ ବ୍ୟକ୍ତିଙ୍କ ସହ ଆଉ ଜଣଙ୍କର ରକ୍ତ ନମୁନା ଆରଏମଆରସି ପଠାଯାଇଛି।

Advertisment
Odisha Puri Bird Flu
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe