Advertisment

ରାଜ୍ୟରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି

ଭାରତ ସରକାରଙ୍କ ଯାହା ଗାଇଡଲାଇନ୍‌ ଆସିବ ପାଳନ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।

author-image
Jitendra Garnayak

ଓଡ଼ିଶାରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। କେହି ଭୟଭୀତ ହେବାର ନାହିଁ। ଭାରତ ସରକାରଙ୍କ ଯାହା ଗାଇଡଲାଇନ୍‌ ଆସିବ ପାଳନ ହେବ।ଦେଶରେ ସେପରି ସ୍ଥିତି ନାହିଁ। ୩/୪ଟି ସ୍ଥାନରେ ଚିହ୍ନଟ ହୋଇଛନ୍ତି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

Advertisment
HMPV