ନୂଆ ଭାଇରସକୁ ନେଇ ଭୟଭୀତ ହୁଅନ୍ତୁନି | Odisha Reporter
Advertisment
ଓଡ଼ିଶାରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। କେହି ଭୟଭୀତ ହେବାର ନାହିଁ। ଭାରତ ସରକାରଙ୍କ ଯାହା ଗାଇଡଲାଇନ୍ ଆସିବ ପାଳନ ହେବ।ଦେଶରେ ସେପରି ସ୍ଥିତି ନାହିଁ। ୩/୪ଟି ସ୍ଥାନରେ ଚିହ୍ନଟ ହୋଇଛନ୍ତି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us