ଓଡ଼ିଶାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୮କୁ ବଢ଼ିଲା

ଓଡ଼ିଶାରେ ଗୁରୁବାର ସୁଦ୍ଧା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଂଚିଛି । ୨୪ଘଣ୍ଟା ମଧ୍ୟରେ ଆଉ ୩ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି ।

covid-19

representation image

Ordigital Desk
  • Published: Thursday, 28 December 2023
  • Updated: 28 December 2023, 07:45 PM IST

Sports

Latest News

ଓଡ଼ିଶାରେ ଗୁରୁବାର ସୁଦ୍ଧା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଂଚିଛି । ୨୪ଘଣ୍ଟା ମଧ୍ୟରେ ଆଉ ୩ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । କୋଭିଡର ନୂଆ ଭାରିଏଂଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରାଜ୍ୟୱାରି ତଥ୍ୟ ଅନୁସାରେ, ଓଡ଼ିଶାରେ ଗୁରୁବାର ସୁଦ୍ଧା ମୋଟ ୮ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ ଡିସେମ୍ବର ୩ତାରିଖରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏବେ ଓମିକ୍ରନର ନୂଆ ସବ୍ ଭାରିଏଣ୍ଟ ‘ଜେଏନ ୧’ର ଭୟ ଲାଗି ରହିଥିବାବେଳେ ରାଜ୍ୟରେ ୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Also Read

ସେହିପରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି ଯେ, ଗତ ୨୪ଘଣ୍ଟା ମଧ୍ୟରେ ମୋଟ ୬୯୦ଜଣ ସଂକ୍ରମିତଙ୍କ ନମୂନା ସଂଗ୍ରହ କରାଯାଇଥିଲା ଓ ସେମାନଙ୍କ ମଧ୍ୟରୁ ୩ଜଣ ସଂକ୍ରମିତ ଥିବା ଜଣାପଡ଼ିଛି । ସମସ୍ତ ସକ୍ରିୟ ସଂକ୍ରମିତ ଏବେ ହୋମ୍ ଆଇସୋଲେସନରେ ରହିଛନ୍ତି ଓ ସେମାନଙ୍କ ଶରୀରରେ ସାମାନ୍ୟ ଲକ୍ଷଣ ଚିହ୍ନଟ ହୋଇଛି । କୌଣସି ସଂକ୍ରମିତ ବ୍ୟକ୍ତି ଗୁରୁତର ଥିବା ଚିହ୍ନଟ ହୋଇନି । ତେଣୁ ଏହି ଭାରିଏଣ୍ଟକୁ ନେଇ କେହି ଭୟଭୀତ ନହେବାକୁ ସେ ପରାମର୍ଶ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଏହି ନୂଆ ଭାରିଏଣ୍ଟ ଚିହ୍ନଟ ହେବା ପରେ ରାଜ୍ୟ ସରକାର ସମସ୍ତ ବୟସ୍କ ବ୍ୟକ୍ତିମାନଙ୍କ ସମେତ ଏକାଧିକ ରୋଗରେ ପୀଡ଼ିତ ବ୍ୟକ୍ତିମାନଙ୍କୁ ଜନଗହଳି ସ୍ଥାନକୁ ନଯିବା ଓ ବାହାରକୁ ଯାଉଥିଲେ ମାସ୍କ ପିନ୍ଧି ଯିବା ପାଇଁ ପରାମର୍ଶ ଦେଇଛନ୍ତି ।
ସୂଚନାଯୋଗ୍ୟ, ସମଗ୍ର ଦେଶରେ ଏବେ ୩୭୪୨ଜଣ ସକ୍ରିୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ସପ୍ତାହକ ମଧ୍ୟରେ ଆଜି ଗୋଟିଏ ଦିନରେ ୭୫୨ଜଣ କରୋନା ସଂକ୍ରମିତ ହୋଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story