‘ମୋ ମା’କୁ ମାରିଦେଲେ’ | Odisha Reporter
ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଭଦ୍ରକ ସହରର ଏକ ଘରୋଇ ନର୍ସିଂହୋମରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ମୃତ ମହିଳା ଜଣଙ୍କ ହେଲେ ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା ପାତ୍ର ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
