Advertisment

ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

ଭଦ୍ରକ ସହରର ଏକ ଘରୋଇ ନର୍ସିଂହୋମରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।

Advertisment

ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଭଦ୍ରକ ସହରର ଏକ ଘରୋଇ ନର୍ସିଂହୋମରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।  ମୃତ ମହିଳା ଜଣଙ୍କ ହେଲେ ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା ପାତ୍ର ।

Advertisment
Odisha Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe