ଓଡ଼ିଶାରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ

ଜଣେ ରୋଗୀ ଭୁବନେଶ୍ୱରର ହୋଇଥିବା ବେଳେ ଅନ୍ୟ ଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି।

Manoj Swain
  • Published: Thursday, 04 January 2024
  • Updated: 04 January 2024, 02:25 PM IST

ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ରୋଗୀ ଚିହ୍ନଟ ହୋଇଛନ୍ତି । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେମାନଙ୍କ ମଧ୍ୟରୁ ଜଣେ ରୋଗୀ ଭୁବନେଶ୍ୱରର ହୋଇଥିବା ବେଳେ ଅନ୍ୟ ଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos