‘ଓଡ଼ିଶାରେ JN.1 ଆକ୍ରାନ୍ତ’ | Director of Health Dr. Vijay Mohapatra | Odisha Reporter
Advertisment
ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ରୋଗୀ ଚିହ୍ନଟ ହୋଇଛନ୍ତି । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେମାନଙ୍କ ମଧ୍ୟରୁ ଜଣେ ରୋଗୀ ଭୁବନେଶ୍ୱରର ହୋଇଥିବା ବେଳେ ଅନ୍ୟ ଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us