ମାତ୍ର ୨୧ ମାସର ଶିଶୁପୁତ୍ର। ମୃତ୍ୟୁ ପରେ ବି ଅମର ହୋଇଯାଇଛି କୁନି ପୁଅ ପ୍ରତ୍ୟୁଷ। ଆଉ ଦେଇଗଲା ୨ ନୂଆ ଜୀବନ। ସାନ ହୋଇ ବି ତାର ମହତ ଦାନକୁ କେବେ ଭୁଲି ହେବନି। ଜନ୍ମ ହେବା ପରେ ଦୀର୍ଘ ଦିନ ଧରି ମେଡିକାଲରେ ଶଯ୍ୟାଶାୟୀ ଥିଲା ପ୍ରତ୍ୟୁଷ। ଡାକ୍ତର ବ୍ରେନ୍ ଡେଡ୍ ଘୋଷଣା କରିବା ପରେ ପୁଅର ହାର୍ଟ ଓ ଲିଭର ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ପ୍ରତ୍ୟୁଷର ବାପା ମାଆ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।