ଯେଉଁ ବୟସରେ ଖେଳକୁଦ କରିବା କଥା। ଯେଉଁ ବୟସରେ ବାପା ହାତ ଧରି ଦୁନିଆ ଦେଖିବା କଥା ସେଇ ବୟସରେ ଜୀବନ କଣ ଜାଣି ନଥିବା ୧୨ ବର୍ଷ ବୟସର ପୁଅ ସ୍ୱାଗତ ବାପାଙ୍କ ଜୀବନ ବଞ୍ଚାଇବାକୁ ଅଣ୍ଟା ଭିଡ଼ିଛି। ଏଭଳି ଘଟଣା ଘଟିଛି ବରଗଡ଼ ଜିଲ୍ଲାର ତୋରା ପଞ୍ଚାୟତର ନାଗନେପାଳି ଗାଁର ବିକାଶ ବିଶାଳ କ୍ଷେତ୍ରରେ । ଛୋଟବେଳୁ ମା’ଙ୍କୁ ହରାଇଥିବା ସ୍ୱାଗତ ଏବେ ବାପାଙ୍କୁ ହରାଇବାକୁ ଚାହୁଁ ନାହାନ୍ତି। ସେଥି ପାଇଁ ଦିନରାତି ବାପାଙ୍କ ସେବା କରି ଚାଲିଛନ୍ତି ସ୍ୱାଗତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।