ରାସ୍ତା ସମ୍ପ୍ରସାରଣ ପାଇଁ ଗଛ କାଟିଦେଲେ ସରକାର। ହେଲେ ଚାରା ରୋପଣ କରିବାକୁ ଭୁଲିଗଲେ। ସରକାରଙ୍କ ହାତକୁ ନ ଅନାଇ ନିଜସ୍ୱ ଉଦ୍ୟମରେ ନିର୍ମାଣ ହୋଇଥିବା ବିଜୁ ଏକ୍ସପ୍ରେସ୍ ୱେ’ର ଦୁଇ ପାର୍ଶ୍ୱରେ ଚାରା ରୋପଣ କରୁଛନ୍ତି ଦମ୍ପତି। ଚଳିତବର୍ଷ ୫୦ କିଲୋମିଟର ପର୍ଯ୍ୟନ୍ତ ଚାରା ରୋପଣ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏମିତିକି ନିଆରା ଦମ୍ପତି ହେଉଛନ୍ତି ପୀତାମ୍ୱର ଦୀପ ଓ ତାଙ୍କ ପତ୍ନୀ ହୃସିକା ସଗରିଆ। ନୂଆପଡ଼ା ଜିଲ୍ଲାରୁ ଆସିଛି ଏପରି ଭଲ ଖବର। ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।