ଉଚ୍ଚ ବେତନର ଦରମା ବଦଳାଇ ପାରିଲାନି ପ୍ରବୃତ୍ତି । ଚାକିରି ଛାଡ଼ି କଳାକୃତିରେ ମନୋବଳାଇଲେ ମହିଳା । ଅଦରକାରୀ ବସ୍ତୁରେ ଜୀବନ୍ତ ହୋଇଉଠୁଛି ପ୍ରତ୍ୟେକଟି କଳାକୃତି । ତାଙ୍କ ତୁଳୀର ସ୍ପର୍ଶରେ ଉଦ୍ଭାସିତ ହେଉଛି ଚିତ୍ରକଳା । ଭୁବନେଶ୍ୱରର ସ୍ୱପ୍ନାରାଣୀ ସାହୁଙ୍କ ସୃଜନ ଦେଖିଲେ ଯେ କେହି ବି ପ୍ରଶଂସା କରିବେ । ବର୍ଜ୍ୟବସ୍ତୁରୁ ନିର୍ମିତ ପ୍ରତ୍ୟେକଟି କଳାକୃତି ବେଶ୍ ସୁନ୍ଦର ଓ ଆକର୍ଷଣୀୟ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।