Advertisment

ଚାକିରି ଫେରି ପାଇଲେ ଭାରତୀ

ବ୍ୟାଙ୍କ ମିତ୍ର ଭାରତୀ ସିଂଙ୍କୁ ନିଜ ଚାକିରିରେ ଯୋଗଦେବା ପାଇଁ ପତ୍ର ଲେଖିଛନ୍ତି ବ୍ଲକ ପ୍ରଶାସନ।

author-image
Manoj Swain

ଚାକିରି ଫେରି ପାଇଲେ ଭାରତୀ। ବ୍ୟାଙ୍କ ମିତ୍ର ଭାରତୀ ସିଂଙ୍କୁ ନିଜ ଚାକିରିରେ ଯୋଗଦେବା ପାଇଁ ପତ୍ର ଲେଖିଛନ୍ତି ବ୍ଲକ ପ୍ରଶାସନ। ପୁନଃ ନିଯୁକ୍ତି ପାଇବା ପରେ ଭାରତୀ କହିଛନ୍ତି, ସତ୍ୟ ଓ ନ୍ୟାୟରେ ଥିଲେ ସତ୍ୟର ନିଶ୍ଚିତ ଜୟ ହେବ।

Advertisment
Odisha Mayurbhanj