ଚାକିରି ଫେରି ପାଇଲେ ଭାରତୀ। ବ୍ୟାଙ୍କ ମିତ୍ର ଭାରତୀ ସିଂଙ୍କୁ ନିଜ ଚାକିରିରେ ଯୋଗଦେବା ପାଇଁ ପତ୍ର ଲେଖିଛନ୍ତି ବ୍ଲକ ପ୍ରଶାସନ। ପୁନଃ ନିଯୁକ୍ତି ପାଇବା ପରେ ଭାରତୀ କହିଛନ୍ତି, ସତ୍ୟ ଓ ନ୍ୟାୟରେ ଥିଲେ ସତ୍ୟର ନିଶ୍ଚିତ ଜୟ ହେବ।