ଏ କେଉଁ ଜନ୍ମର ସମ୍ପର୍କ ? କଥା କହିପାରୁନଥିବା ପଶୁଟି ଯନ୍ତ୍ରଣାରେ ଛଟପଟ ହେଲେ, ଏ ମଣିଷର ଛାତି ଫାଟିଯାଉଛି। ଏ ସମାଜ ଯେତେବେଳେ ପର କରିଦେଲା, ସେତେବେଳେ ଏ ଦରଦୀ ମଣିଷ ଏମାନଙ୍କୁ ଆପଣାଇ ନେଲା। ଏହି ବେଇମାନୀ ଦୁନିଆରେ ବେସାହାରାଙ୍କ ବନ୍ଧୁ ହେଉଛନ୍ତି କେୟାର ଫର ଆନିମଲସ୍ ଫାଉଡେସନର ସୌମ୍ୟରଞ୍ଜନ ମହାନ୍ତି ଏବଂ ତାଙ୍କ ଟିମ୍। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।