ଯେଉଁଠି ନୂତନ ଓଡ଼ିଶା କଥା ସରକାର କହୁଛନ୍ତି, ସେଠି ଛଅ ପ୍ରାଣୀଙ୍କ ମୁଣ୍ଡ ଉପରେ ଛାତ ନାହିଁ। ଅତି ଦୟନୀୟ ଅବସ୍ଥାରେ ଜୀବନ ଯାପନ ଅତିବାହିତ କରୁଛନ୍ତି ଗୋଟିଏ ପରିବାର। ବିଧାୟକ ବଦ୍ରି ପାତ୍ରଙ୍କଠୁ ଆରମ୍ଭ କରି ତାଙ୍କୁ ପୁଅ, ପଞ୍ଚାୟତର ସରପଞ୍ଚଙ୍କଠୁ ଆରମ୍ଭ କରି ବ୍ଲକ କର୍ତ୍ତୃପକ୍ଷ, ସମସ୍ତଙ୍କୁ ଗୁହାରି କରି ଥକିପଡ଼ିଲେଣି ବୁଢ଼ୀ ମାଉସୀ। ଏ ଦୃଶ୍ୟ ଉପରେ ଟିକେ ନଜର ପକାନ୍ତୁ। ଯେଉଁ ବ୍ୟକ୍ତିଙ୍କ ପାଖରେ ବିରାଟ କୋଠାଘର ନିର୍ମାଣ କରିବାର ସାମର୍ଥ୍ୟ ଅଛି, ସେହିଭଳି ବ୍ୟକ୍ତିଙ୍କୁ ସରକାରୀ ଯୋଜନାରେ ଆବାସ ପ୍ରଦାନ କରାଯାଇଛି। କିନ୍ତୁ ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ଘର ମିଳୁନି। ଇଏ ହେଉଛନ୍ତି କେନ୍ଦୁଝର ଜିଲ୍ଲା ଘଷିପୁରା ବ୍ଲକର ଦରଡ଼ିପାଳ ପଞ୍ଚାୟତର ଟିକିନା ରାଉତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ଘର ମାଲିକ କାହିଁକି ଏଗ୍ରିମେଣ୍ଟ କରୁ ନାହାନ୍ତି
ଯଦି ଏଗ୍ରିମେଣ୍ଟ ନାହିଁ, କିଭଳି ଜବରଦସ୍ତ ରହୁଥିବା ଭଡ଼ାଟିଆଙ୍କୁ କାଢ଼ିବେ?
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।