ରୋଗୀ ଦେଖୁଛନ୍ତି ବିଧାୟକ | Odisha Reporter
Advertisment
ପୂଜା ପାଇଁ ଛୁଟିରେ ଯାଇଛନ୍ତି ଡାକ୍ତର। ଡାକ୍ତରଖାନାରେ ନାହାନ୍ତି ଆବଶ୍ୟକ ଡାକ୍ତର। ଫଳରେ ହଇରାଣ ହେଉଛନ୍ତି ରୋଗୀ। ଏହା ଦେଖି ନିଜେ ରୋଗୀ ଦେଖିଛନ୍ତି ରାଜଗାଙ୍ଗପୁର ବିଧାୟକ ଡାକ୍ତର ସି.ଏସ୍ ରାଜନ ଏକ୍କା। ଏହି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us