ଯେଉଁଠି ମନୋବଳ ଦୃଢ଼, ସେଠି ଅକ୍ଷମତା ମାତ୍ ଖାଏ। ଲକ୍ଷ୍ୟ ହାସଲର ପଥ ସୁଗମ ହୋଇଯାଏ। ଏହି ଦିବ୍ୟାଙ୍ଗ ଯୁବକଙ୍କ ଦେଖିଲେ ଏହା ହିଁ ଅନୁଭବ ହେବ। ହଁ ଆଜ୍ଞା, ଶ୍ରୁତି ବାଧିତ, ବାକଶକ୍ତି ବାଧିତ ଏହି ଯୁବକ ଏବେ ବାଲେଶ୍ୱର ସହର ପାଇଁ ଗର୍ବ ଆଣିଛନ୍ତି। ଜୁଡ଼ୋ ଖେଳରେ ସେ ଦକ୍ଷତା ହାସଲକରି ଏବେ ମାଲେସିଆରେ ହେବାକୁ ଥିବା ୧୦ମ ଏସିଆ ପେସିଫିକ୍ ଡିଫ୍ ଗେମ୍ସରେ ଭାରତକୁ ପ୍ରତିନିଧିତ୍ୱ କରିବା ପାଇଁ ଚୟନ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।