ଅକାତ କାତ ପାଣି, ଆଉ ଜୀବନକୁ ବାଜିରେ ଲଗାଇ ଦେଶୀ ଡଙ୍ଗାରେ ନଦୀ ପାର ହେଉଛନ୍ତି ଛାତ୍ରଛାତ୍ରୀ। ଏଠି କୌଣସି ବି ପରିସ୍ଥିତିରେ କାହାର କଣ ହେବ, କହିବା ମୁସକିଲ। କୋରାପୁଟ ଜିଲ୍ଲା ସେମିଳିଗୁଡ଼ା ବ୍ଲକ ଲେଞ୍ଜିଗୁଡ଼ାର ଏ ଦୃଶ୍ୟ ବୟାନ କରୁଛି ରାଜ୍ୟ ସରକାରଙ୍କ ଯୋଜନା ଗ୍ରାଉଣ୍ଡରେ କେତେ ଫଳପ୍ରଦ। ଲେଞ୍ଜିଗୁଡ଼ା ସହ ପାଖାପାଖି 12ଟି ପଞ୍ଚାୟତର ଲୋକେ ପ୍ରତ୍ୟକ ଦିନ ଏପରି ଭୟାନକ ସ୍ଥିତିରେ ନଦୀପାର ହୋଇଥାନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Human Intrest
ମେଡିକାଲ କର୍ତ୍ତୃପକ୍ଷ ଜାଣି ପାରିଲେନି, ଅଦଳବଦଳ କରିଦେଲେ ଛୁଆ
କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ତ୍ରୁଟି। ଛୁଆ ଅଦଳବଦଳ କରିଦେଲେ ମେଡିକାଲ କର୍ତ୍ତୃପକ୍ଷ। ଜଣାପଡ଼ିଲା ପରେ ନିଜ ଭୁଲ ସୁଧାରି ବଦଳ ହୋଇଥିବା ପୁଅକୁ ନିଜ ବାପା-ମାଆଙ୍କୁ ଫେରାଇଲେ।