ବିଜୁଳି ଅଫିସରୁ ଆସୁଛି ଧମକ

ପପୁ : ସାର ମୋତେ ବିଜୁଳି ଅଫିସବାଲା ଫୋନରେ ଜୀବନରୁ ମାରି ଦେବା ପାଇଁ ଧମକ ଦେଉଛନ୍ତି। ଆପଣ କିଛି ଗୋଟେ କରି ମୋତେ ରକ୍ଷା କରନ୍ତୁ।

ପୁଲିସ : କିଏ ଦେଉଛି ଧମକ ?

ପୁ: ବିଜୁଳି ଅଫିସବାଲା…

ପୁଲିସ : ଧମକରେ କ’ଣ କହୁଛନ୍ତି ?

ପପୁ : କହୁଛନ୍ତି ବିଜୁଳି ବିଲ ନଦେଲେ କାଟି ଦେବୁ!!!!

ଆହୁରି ପଢ଼ନ୍ତୁ

ପୁଣି ରିୟାଙ୍କୁ ଟାର୍ଗେଟ କରି ଭିଡିଓ ଜାରି କଲେ ସୁଶାନ୍ତଙ୍କ ବାପା

ଏଣିକି ବର୍ଷକୁ ଦୁଇ ଥର ବୋର୍ଡ ପରୀକ୍ଷା

ସେଲେବ୍ରିଟିଙ୍କ ରାକ୍ଷୀ ସେଲେବ୍ରେଶନ୍

ଅନନ୍ୟ: ସ୍ୱାମୀଙ୍କୁ ‘ତିନ୍ ତଲାକ୍’ ଦେଲେ ମହିଳା

ରିୟା ଫେରାର ନାହାନ୍ତି, ବିହାର ପୁଲିସ୍‌ ତାଙ୍କୁ ସମନ କରିନି: ଓକିଲ

ଅମିତ ଶାହଙ୍କୁ କରୋନା ପରେ ଆଇସୋଲେସନରେ ଆଉ ଜଣେ କେନ୍ଦ୍ରମନ୍ତ୍ରୀ

‘ପ୍ରଧାନମନ୍ତ୍ରୀଙ୍କ ପାଇଁ ମୋର ଚିନ୍ତା’: ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗଦେବେନି ଉମା ଭାରତୀ

ଅଯୋଧ୍ୟା ଭୂମି ପୂଜନ ପାଇଁ ଇକବାଲ ଅନସାରୀଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ କାର୍ଡ

ମହାକାଶରୁ ସମୁଦ୍ର ମଧ୍ୟରେ ଅବତରଣ କଲେ ମହାକାଶଚାରୀ, ଦେଖନ୍ତୁ ଭିଡିଓ

ଓଜନ କମ୍‌ କରେ ଉଷୁମ ପାଣି

ସାଂସଦ କାର୍ତ୍ତି ଚିଦାମ୍ବରମ କରୋନାରେ ଆକ୍ରାନ୍ତ

ଦେଶରେ ୧୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ରେକର୍ଡ ୪୦ ହଜାରରୁ ଅଧିକ ସୁସ୍ଥ